www.samajalive.in
Friday, December 5, 2025
26.1 C
Bhubaneswar

ନରେନ୍ଦ୍ର ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ପୁରୀ: ନରେନ୍ଦ୍ର ପୋଖରୀରେ ବଡ଼ ଧରଣର ଅଘଟଣ ଘଟିଛି ।  ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ସୂଚନା ମୁତାବକ ଯୁବକ ଜଣକ କିଛି ସାଙ୍ଗମାନଙ୍କ ସହ ପୁରୀ ଯାଇଥିଲେ । ସେଠାରେ ନରେନ୍ଦ୍ର ପୋଖରୀରେ ଗାଧୋଇଥିଲେ । ଗାଧୋଇବା ବେଳେ ହଠାତ୍‌ ଯୁବକ ଜଣକ ବୁଡ଼ିଯାଇ ତାଙ୍କର ମୃତ୍ୟୁ ହୋଇଥିଲା । ମୃତ ଯୁବକଙ୍କ ଘର ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ଏନେଇ ପୁଲିସ ଅଧିକ ତଦନ୍ତ ଚଳାଇଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories