www.samajalive.in
Friday, December 5, 2025
27.1 C
Bhubaneswar

ଲାଞ୍ଚ ନେଇ ଧରାପଡିଲେ ଡିଆଇସି କାର୍ଯ୍ୟାଳୟର ସୁପର ଭାଇଜର

ପୁରୀ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଡିଆଇସି କାର୍ଯ୍ୟାଳୟର ସୁପର ଭାଇଜର। ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବିଭାଗର ସୁପର ଭାଇଜର ନାରାୟଣ ପଟ୍ଟନାୟକ ଭିଜିଲାନ୍ସ ହାତରେ ଆଜି ଧରାପଡିଛନ୍ତି। ପ୍ରାୟ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖବର ପାଇ ଭିଜିଲାନ୍ସ ଟିମ୍‍ ଚଢାଉ କରି ଟଙ୍କା ଜବତ କରିବା ସହ ଗିରଫ କରିଛି। ଘଟଣାର ତଦନ୍ତ ଜାରି ରହିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories