www.samajalive.in
Sunday, December 7, 2025
14.1 C
Bhubaneswar

ଶରଧାବାଲିରେ ‘ଭଜନ ସମାରୋହ ରଥଯାତ୍ରା-୨୦୨୨’ ଆୟୋଜିତ

ପୁରୀ: ଶରଧାବାଲିରେ ଆୟୋଜିତ ହୋଇଯାଇଛି ‘ଭଜନ ସମାରୋହ ରଥଯାତ୍ରା-୨୦୨୨’ । ଏହି କାର୍ଯ୍ୟକ୍ରମକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ଓଡ଼ିଶା ସରକାରଙ୍କ ଦ୍ବାରା ଆୟୋଜିତ କରାଯାଇଥିବା ବେଳେ ଗତକାଲି ଶେଷ ସଂଧ୍ୟା (ଶୁକ୍ରବାର)ରେ ସାସ୍କୃତିକ କାର୍ଯ୍ୟକ୍ରମର ଆକର୍ଷଣୀୟ ନୃତ୍ୟ ପଦର୍ଶନ ହୋଇଥିଲା । ଏଥିରେ ନୃତ୍ୟଶିଳ୍ପୀ ମନୋଜ ପ୍ରଧାନ ନୃତ୍ୟ ପ୍ରଦର୍ଶନ କରିଥିଲେ । ଭୁବନେଶ୍ୱର ନୃତ୍ୟାୟନରୁ ଆସିଥିବା ନୃତ୍ୟଶିଳ୍ପୀ ମନୋଜ ପ୍ରଧାନ ଗତକାଲି ନବମୀ ଦର୍ଶନ ସନ୍ଧ୍ୟାରେ ଲକ୍ଷ୍ମୀ ମଙ୍ଗଳାଚରଣ ଏବଂ ଦ୍ରୌପଦୀ ନୃତ୍ୟ ପରିବେଷଣ କରି ହଜାର ହଜାର ଦର୍ଶକଙ୍କ ମନ ମୁଗ୍ଧ କରିଛନ୍ତି । ଗୁରୁ ମନୋଜ ଜଣେ ସଫଳ ଓଡ଼ିଶୀ ନୃତ୍ୟଶିଳ୍ପୀ ଭାବେ ଦେଶ ଓ ବିଦେଶରେ ନିଜର ଖ୍ୟାତି ଅର୍ଜନ କରିପାରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories