www.samajalive.in
Friday, December 5, 2025
23.1 C
Bhubaneswar

ଧଳାଜହର ଜବତ ; ୫ ମହିଳା ସହ ୮ ଗିରଫ

ପୁରୀ : ପୁଣି ଜବତ ହେଲା ଧଳା ଜହର। ପୁରୀ ମାର୍କଣ୍ଡେଶ୍ୱର ବାସେଳୀ ସାହିର ନୋଳିଆ ସାହିରୁ ଆଜି ୨୬୭ ଗ୍ରାମ ଧଳାଜହର ଚଢାଉ କରାଯାଇ ଜବତ କରାଯାଇଛି। ଏହି ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୫ ଜଣ ମହିଳା ରହିଛନ୍ତି। ବାସେଳୀ ସାହି ଥାନା ପୁଲିସ ଓ ସ୍ୱତନ୍ତ୍ର ସ୍କ୍ୱାର୍ଡ ମିଳିତ ଚଢାଉରେ ଅଭିଯୁକ୍ତଙ୍କୁ ଗିରଫ କରି ସେମାନଙ୍କଠାରୁ ଧଳାଜହର ଜବତ କରିଛି। ଜବତ ଧଳାଜହର ଆନୁମାନିକ ମୂଲ୍ୟ ପ୍ରାୟ ୨୬ ଲକ୍ଷ ଟଙ୍କା। ପ୍ରାୟ ୨୬୭ ଗ୍ରାମ ଧଳାଜହର ଜବତ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୫ଟି ମୋବାଇଲ ସହ ନଗଦ ୩୫ ହଜାର ଟଙ୍କା ଜବତ କରାଯାଇଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories