www.samajalive.in
Monday, December 8, 2025
13.1 C
Bhubaneswar

ପୁରୀ ସମୁଦ୍ରରେ ବୁଡ଼ି ବଙ୍ଗୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ: ପୁରୀ ସମୁଦ୍ରରେ ବୁଡି ଜଣେ ବଙ୍ଗୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ମୃତ ପର୍ଯ୍ୟଟକଙ୍କ ନାଁ ସମ୍ରାଟ ମଣ୍ଡଳ ବୋଲି ଜଣାପଡ଼ିଥିବା ବେଳେ ତାଙ୍କ ବୟସ ୩୦ ବର୍ଷ । ପଶ୍ଚିମବଙ୍ଗ ହୁଗୁଳି ଜିଲ୍ଲା ଅଞ୍ଚଳରେ ସମ୍ରାଟଙ୍କ ଘର ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ସମ୍ରାଟ ମଣ୍ଡଳ ପୁରୀକୁ ବୁଲିବାକୁ ଆସିଥିଲେ । ଏବଂ ଗତକାଲି ଠାରୁ ସେ ନିଖୋଜ ଥିଲେ । ବାପ ମା’ଙ୍କ ସହ ଗାଧୋଇବା ବେଳେ ସେ ଭାସିଯାଇଥିଲେ । ପରେ ତାଙ୍କୁ ଉଦ୍ଧାର କରିବାକୁ ବହୁ ଖୋଜାଖୋଜି କରାଯାଇଥିଲା । ହେଲେ ତାଙ୍କୁ ମୃତ ଅବସ୍ଥାରେ ଆଜି ଉଦ୍ଧାର କରାଯାଇଛି ।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories