www.samajalive.in
Saturday, December 6, 2025
17.1 C
Bhubaneswar

ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ଫାଟ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପର କଲମରେ ଫାଟ ସୃଷ୍ଟି ହୋଇଛି । ୪ଟିରୁ ୩ଟି କଲମ ଓ ବିମରେ ଫାଟ ସୃଷ୍ଟି ହୋଇଥିବା ନେଇ ସୂଚନା ମିଳିଛି । ଶ୍ରୀମନ୍ଦିର ବୈଷୟିକ କୋର୍ କମିଟିର ଅନୁଧ୍ୟାନ ପରେ ଫାଟ ଠାବ ହୋଇଥିବା ନେଇ କୁହାଯାଇଛି । କମିଟିର ସଦସ୍ୟ ଏନ୍‌.ସି.ପାଲ୍‌ ଓ ଏସ୍‌.କେ ଭଟ୍ଟାଚାର୍ଯ୍ୟ ଏହି ସୂଚନା ଦେଇଛନ୍ତି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories