www.samajalive.in
Saturday, December 6, 2025
26.1 C
Bhubaneswar

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା : ପୌର ସଦନରେ ଚାଲିଛି ବୈଠକ

ପୁରୀ : ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଶନିବାର ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଧ୍ୟକ୍ଷତାରେ ପୌର ସଦନରେ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି।ଏହି ବୈଠକରେ ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ ଉଷା ଦେବୀ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗ୍ରାମ ଉନ୍ନୟନ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡେ଼ଇ, ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଦ୍ୟାଳୟ ଏବଂ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଶ୍ରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସନ ରଞ୍ଜନ ଦାସ, ଜିଲାପାଳ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ କନ୍ଵର ବିଶାଳ ସିଂହ ବୈଠକରେ ଉପସ୍ଥିତ ଅଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories