www.samajalive.in
Saturday, December 6, 2025
14.1 C
Bhubaneswar

ପବିତ୍ର ରଥଯାତ୍ରା : ଶୁଭେଚ୍ଛା ,ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ପୁରୀ : ଆଜି ପବିତ୍ର ଘୋଷଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।


ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories