www.samajalive.in
Wednesday, December 10, 2025
26.1 C
Bhubaneswar

ଆଜିଠୁ ଆଡ଼ପ ଅବଢ଼ା, ଦୁର୍ଲଭ ଦର୍ଶନ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ଆଡପ ମଣ୍ଡପରେ ଗୁରୁବାର ରାତିରେ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଆଜି ଆଡପ ମଣ୍ଡପରେ ଶ୍ରୀଜୀଉଙ୍କୁ ଅନ୍ନବ୍ୟଞ୍ଜନ ଅର୍ପଣ କରାଯିବ। ଏହା ଆଡପ ଅବଢା ଭାବେ ପରିଚିତ। ଏହାଛଡା ଶ୍ରୀମନ୍ଦିର ପରି ସକାଳୁ ରାତି ପର୍ଯ୍ୟନ୍ତ ସେଠାରେ ଦାରୁବ୍ରହ୍ମଙ୍କ ସମସ୍ତ ନୀତିକାନ୍ତି କରାଯିବ। ୨୮ ତାରିଖ (ବୁଧବାର) ମହାପ୍ରଭୁ ରଥ ଉପରେ ବସି ଶ୍ରୀମନ୍ଦିର ଅଭିମୁଖେ ବାହୁଡା ବିଜେ କରିବେ। ଆଡପ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହ ବିଜେ କରିଥିବାରୁ ଉତ୍ସବ ମୁଖର ହୋଇ ଉଠିଛି ଶରଧାବାଲି। ପ୍ରଭୁଙ୍କ ଆଡପ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶୁକ୍ରବାର ସକାଳୁ ଆଡପ ମଣ୍ଡପରେ ଦର୍ଶନ ଆରମ୍ଭ ହେବ।

Hot this week

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

Related Articles

Popular Categories