www.samajalive.in
Saturday, December 6, 2025
16.1 C
Bhubaneswar

୨୭ରେ ମହାପ୍ରଭୁଙ୍କ ନବମୀ ସନ୍ଧ୍ୟା ଦର୍ଶନ : ୫ଟାରୁ ବନ୍ଦ ରହିବ

ପୁରୀ : ଆଜି ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରାର ପଞ୍ଚମ ଦିନ ହେରାପଞ୍ଚମୀ। ଆଡପମଣ୍ଡରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳୁ ମେଘୁଆ ପାଗ ସହ ଝିପିଝିିପି ବର୍ଷାରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଭକ୍ତ।
ଆଡପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ୫ଟାରୁ ବନ୍ଦ ରହିବ। ୨୭ ତାରିଖ ନବମୀ ସନ୍ଧ୍ୟା ଦର୍ଶନ ୫ଟା ଯାଏଁ ଚାଲିବ। ୫ଟାରୁ ଦର୍ଶନ ବନ୍ଦ ରହିବ ବୋଲି ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ସୂଚନା ମିଳିଛି। ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ୫ଟାରୁ ଦର୍ଶନ ବନ୍ଦ କରାଯିବ। ୨୭ ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ନବମୀ ଦର୍ଶନ ହେବ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories