www.samajalive.in
Saturday, December 13, 2025
17.1 C
Bhubaneswar

ପୁରୀ ସ୍ବର୍ଗଦ୍ବାର ମାଛ ମାର୍କେଟରେ ବୋମା ମାଡ଼

ପୁରୀ: ପୁରୀ ସ୍ବର୍ଗଦ୍ବାର ମାଛ ମାର୍କେଟରେ ବୋମା ମାଡ଼ ହୋଇଥିବା ଜଣାପଡ଼ିଛି। ପୂର୍ବ ଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ଅପରାଧୀ ମୁହାଁମୁହିଁ ହୋଇଥିଲେ। ଏହା ପରବର୍ତ୍ତି ସମୟରେ ଗଣ୍ଡଗୋଳର ରୂପ ନେଇଥିଲା। ଏହାପରେ ସେଠାରେ ବୋମାମାଡ଼ କରାଯାଇଥିଲା। ଜମି ଦଖଲ ଏବଂ ଦାଦାବଟି ଆଦାୟକୁ ନେଇ ବୋମାମାଡ ହୋଇଥିବା ସୂଚନା ମିଳିଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories