www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ଶ୍ରୀଜୀଉଙ୍କ ଖସାପଡା ଲାଗି ନୀତି ; ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥିା ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ୟ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ୟ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories