www.samajalive.in
Sunday, December 7, 2025
23.1 C
Bhubaneswar

ଆସନ୍ତା ୯ରେ ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ : ମହାପ୍ରଭୁଙ୍କ ବନକଲାଗି ନୀତିକୁ ନେଇ ଥିବା ବିବାଦର ଅନ୍ତ ହୋଇଛି। ଆସନ୍ତା ୯ ତାରିଖରେ ଶ୍ରୀଜୀଉଙ୍କ ହେବ ବନକଲାଗି ନୀତି। ଏନେଇ ମଙ୍ଗଳବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ବିଶେଷ ନୀତି ନଥିବାରୁ ଆସନ୍ତାକାଲି ହେବନି ବନକଲାଗି ନୀତି। ଆସନ୍ତା ୯ ବୁଧବାରରେ ବନକଲାଗି ହେବା ନେଇ ନିଷ୍ପତ୍ତି ହୋଇଛି।
ସୂଚନା ଯୋଗ୍ୟ,, ବନକଲାଗି ନୀତିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ସେବକଙ୍କ ବିବାଦ ପରେ ଶ୍ରୀମନ୍ଦିରରେ ଏକପ୍ରକାର ଅଚଳାବସ୍ଥା ଦେଖାଦେଇଥିଲା। ନୀଳାଦ୍ରି ବିଜେକୁ ଦୀର୍ଘ ଦିନ ବିତିଯାଇଥିଲେ ମଧ୍ୟ ମହାପ୍ରଭୁଙ୍କ ବନକଲାଗି ହୋଇପାରିନାହିଁ । ବୁଧବାର ବନକଲାଗି ଶାସ୍ତ୍ରସମତ ଦର୍ଶାଇ ପ୍ରଶାସନ ସେହି ବାରରେ କରିବାକୁ ଚାହୁଁଥିବା ବେଳେ ଦତ୍ତ ମହାପାତ୍ର ସେବକ ଗୁରୁବାର ବନକଲାଗି ନୀତି କରିବାକୁ ଜିଦ୍‌ ଧରିଥିଲେ। ହେଲେ ପ୍ରଶାସନର ନିଷ୍ପତ୍ତି ନମାନିବା ଯୋଗୁ ଏପର୍ଯ୍ୟନ୍ତ ବନକଲାଗି ନୀତି ହୋଇପାରିନାହିଁ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories