www.samajalive.in
Saturday, December 6, 2025
26.1 C
Bhubaneswar

ଆସନ୍ତାକାଲି ଜଗା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ବୁଧବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଆସନ୍ତାକାଲି ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ହେବ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ. ୬.୦୦ ଟିକା ରୁ ରାତ୍ର ଘ. ୧୦.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ନୀତି ହେଉଛି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର (ବନକ ଲାଗି) ସେବା।  ଏହାଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ମାତ୍ର ସେହି ସମୟରେ ଶ୍ରଦ୍ଧାଳୁ ମନ୍ଦିର ଭିତର ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରି ପାରିବେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories