ପୁରୀ : ଆଜି ଭାଦ୍ରକ-କୃଷ୍ଣ ପଞ୍ଚମୀ ତିଥି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ହେବ ରାହୁରେଖା ଲାଗି ନୀତି। ଏଥିପାଇଁ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଅପରାହ୍ଣ ୩ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!