www.samajalive.in
Saturday, December 6, 2025
26.1 C
Bhubaneswar

ସେବାୟତ ବିବାଦ ପାଇଁ ହୋଇ ପାରି ନାହିଁ ମହାପ୍ରଭୁଙ୍କ ନୀତିକାନ୍ତି

ପୁରୀ : ଶ୍ରୀମନ୍ଦିରରେ ପୁଣି ମହାପ୍ରଭୁଙ୍କ ନୀତିରେ ସମସ୍ୟା ଦେଖାଦେଇଛି। ସେବା ନିବୃତ୍ତ ଜଣେ ସିଂହାରୀ ସେବାୟତଙ୍କୁ ନେଇ ବିବାଦ ହୋଇଥିବା ନେଇ ଶୁକ୍ରବାର ଖବର ମିଳିଛି। ସେବା ନିବୃତ୍ତ ସତ୍ତେ୍ୱ ଶ୍ରୀମନ୍ଦିରରେ ସେବା କାର୍ଯ୍ୟରେ ନିୟୋଜିତକୁ ନେଇ ବିରୋଧ କରାଯାଇଛି।

ଜି-ମେଲ୍‌(GMail)ରେ ଆସିଲା ଏହି ନୂଆ ଫିଚର- ନିଜ ଭାଷାରେ ପଢିପାରିବେ ଅନ୍ୟଭାଷାର ଇମେଲ୍‌

ଅନ୍ୟ ସେବାୟତଙ୍କ ବିରୋଧ ଯୋଗୁଁ ମହାପ୍ରଭୁଙ୍କ ନୀତି ଆଗକୁ ବଢିପାରି ନାହିଁ। ମଙ୍ଗଳ ଆଳତି ପରେ ଆଗକୁ ବଢିପାରନି ନୀତିକାନ୍ତି। ବିବାଦ ତୁଟାଇବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ନୀତି ପ୍ରଶାସକ ଉପସ୍ଥିତ ରହିଛନ୍ତି। ବିଭିନ୍ନ ନିୟୋଗଙ୍କ ସହ ମୁଖ୍ୟ ପ୍ରଶାସନଙ୍କ ଆଲୋଚନା ଜାରି ରହିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories