ପୁରୀ : ପୁରୀ ଗସ୍ତରେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ଆଜି ସକାଳେ ସେ ଶ୍ରୀକ୍ଷେତ୍ରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଆଜି ଭୋରୁ ପୁରୀରେ ପହଞ୍ଚିବା ପରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଆଜି ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚିବା ପରେ ଆସନ୍ତାକାଲି ୧୧ଟା ୪୫ରେ ୨୬ ତମ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିବେ।
Popular Categories



