www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ମଙ୍ଗଳବାର ଆରମ୍ଭ ହୋଇଛି। ଏକ ୧୫ ଜଣିଆ ଟିମ୍‌‌କୁ ନେଇ ଲେଜର ସ୍କାନିଂ ଆରମ୍ଭ କରାଯାଇଛି। ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି ଟିମ୍‌‌ ସାମିଲ ରହିଛନ୍ତି। ଏଏସଆଇ କୋର୍‌‌ କମିଟି ସଦସ୍ୟ, ଶ୍ରୀମନ୍ଦିର ବୈଷୟିକ ଟିମ୍‌‌ ଏଥିରେ ଉପସ୍ଥିତ ରହିଛନ୍ତି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories