www.samajalive.in
Friday, December 12, 2025
14.1 C
Bhubaneswar

ଆଜି ବନକଲାଗି ; ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ରୁ ରାତ୍ର ଘ.୯.୦୦ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

Related Articles

Popular Categories