www.samajalive.in
Friday, December 5, 2025
26.1 C
Bhubaneswar

ସମୁଦ୍ରରେ ବୁଡି ଯୁବକ ମୃତ

ପୁରୀ : ଗାଧୋଇବା ବେଳେ ସମୁଦ୍ରରେ ବୁଡି ଗଲେ ଯୁବକ। ସୋମବାର ସମୁଦ୍ରରେ ଗାଧୋଇବା ବେଳେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଚକ୍ରତୀର୍ଥ ବେଳାଭୂମିରେ ଏହି ଅଘଟଣ ଘଟିଥିବା ବେଳେ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories