www.samajalive.in
Friday, December 5, 2025
26.1 C
Bhubaneswar

ପୁରୀ ଗୋପବନ୍ଧୁ ଭବନ ‘ସମାଜ’ କାର୍ଯ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା,ପରାମର୍ଶ ଶିବିର

ପୁରୀ : ନୂଆବର୍ଷରେ ପୁରୀ ଗୋପବନ୍ଧୁ ଭବନ ‘ସମାଜ’ କାର୍ଯ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ପରାମର୍ଶ ଶିବିର ଆୟୋଜନ କରାଯାଇଛି। ପ୍ରଫେସର ଡାକ୍ତର ଦେବ ପ୍ରସାଦ ଦାଶ, ବରିଷ୍ଠ ଭେଷଜ ବିଶେଷଜ୍ଞ ଡାକ୍ତର ନରହରି ମିଶ୍ର ଏବଂ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ହର ପ୍ରସାଦ ମିଶ୍ର ସେଥିରେ ଯୋଗ ଦେଇ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ଚିକିତ୍ସା କରୁଛନ୍ତି। ମାଗଣାରେ ମଧୁମେହ, ରକ୍ତଚାପ ଏବଂ ଅସ୍ଥି ସାନ୍ଧ୍ରତା ପରୀକ୍ଷା କରାଯାଉଛି। ରୋଗୀଙ୍କୁ ମାଗଣାରେ ଔଷଧ ପ୍ରଦାନ କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories