ପୁରୀ : ବିଶ୍ବ ପ୍ରସିଦ୍ଧ ପୁରୀ ରଥ ଯାତ୍ରା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଶନିବାର ବୈଠକ ଅନୁଷ୍ଠିତ ହୋଇଛି। ପୁରୀ ପୌର ସଦନରେ ପ୍ରଥମ ସମନ୍ଵୟ କିମିଟି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଜିଲାପାଳ, ଆରକ୍ଷୀ ଅଧିକ୍ଷକଙ୍କ ସମେତ ସବୁ ବିଭାଗ ଅଧିକାରୀ ଉପସ୍ଥିତ ଅଛନ୍ତି।

- Advertisement -



