www.samajalive.in
Monday, December 8, 2025
27.1 C
Bhubaneswar

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଛୁରା ମାଡ଼ରେ ମୃତ

ପୁରୀ: ପୁରୀ ସହରର ଜନଗହଳିପୂର୍ଣ୍ଣ ସ୍ଥାନରେ ଜଣେ ଯୁବକଙ୍କୁ କିଛି ଦୁର୍ବୁତ୍ତ ସଂଘବଦ୍ଧ ଆକ୍ରମଣ କରିଥିଲେ। ସେମାନଙ୍କ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼ରେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପୁରୀ ଟାଉନଥାନା ରାଧାଗୋବିନ୍ଦ ଗଳିରେ ଆକ୍ରମଣ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।

ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବାବେଳେ ସଂଘବଦ୍ଧ ଆକ୍ରମଣ ପରେ ଯୁବକ ଜଣଙ୍କ ମୃତ୍ୟୁ ହୋଇଯାଇଥିବା ଜାଣିପାରି ଘଟଣାସ୍ଥଳରୁ ଦୁର୍ବୁତ୍ତମାନେ ଫେରାର ହୋଇଯାଇଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଏବଂ ଆକ୍ରମଣକାରୀ ଦୁର୍ବୁତ୍ତମାନଙ୍କୁ ଧରିବାପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା ସୂଚନା ମିଳିଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories