www.samajalive.in
Friday, December 5, 2025
20.1 C
Bhubaneswar

ଜଗା ଦର୍ଶନବେଳେ ଅଚେତ୍‌ ହେଲେ ୪ ଭକ୍ତ

ସମାଜ ଡିଜିଟାଲ ଡେସ୍କ: ନୂଆବର୍ଷ ପୂର୍ବରୁ ଜଗନ୍ନାଥ ଦର୍ଶନ ପାଇଁ ପୁରୀରେ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ସୋମବାର ଦର୍ଶନ ସମୟରେ ପ୍ରବଳ ଭିଡ଼ ମଧ୍ୟରେ ଅଣନିଃଶ୍ଵାସୀ ହୋଇ ୪ଜଣ ଭକ୍ତ ଅଚେତ୍ ହୋଇ ଯାଇଛନ୍ତି। ଏଥିସହ ଅନ୍ୟ କେତେଜଣ ମଧ୍ୟ ଅସୁସ୍ଥ ହୋଇ ପଡ଼ିଥିବା ଜଣାପଡ଼ିଛି। ଚେତାଶୂନ୍ୟ ହୋଇଥିବା ୪ ଜଣଙ୍କୁ ଉଦ୍ଧାର କରି ତୁରନ୍ତ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଥିବା କହିଛନ୍ତି ପୁରୀ ଏସପି ଭିନୀତ ଅଗ୍ରଓ୍ବାଲ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories