www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରୀମନ୍ଦିର ପରିସରରୁ ଚୋରି ; ଜଣେ ଅଟକ

ପୁରୀ : ଶ୍ରୀମନ୍ଦିର ପଶ୍ଚିମଦ୍ୱାର ନିକଟରେ ଚୋରି ଅଭିଯୋଗରେ ବୁଧବାର ଜଣଙ୍କୁ ଅଟକ ରଖାଯାଇଛି । ନିର୍ମାଲ୍ୟ ଖଳାରେ ଏଏସଆଇର ଭାରାବନ୍ଧା ଲୁହା କଟିଂ ପିସ୍‌ ଚୋରି କରିଥିବା ଅଭିଯୋଗ ହୋଇଛି । ଜଣେ ଶ୍ରମିକଙ୍କୁ ସିଂହଦ୍ୱାର ଥାନା ପୁଲିସ ଅଟକ ରଖି ପଚରାଉଚରା ଜାରି ରଖିଛି ।

ଖୁବ୍‌ ଶୀଘ୍ର ୬ ଗ୍ରହ ଏକାଠି ପରେ ହେବ ଦୁର୍ଲ୍ଲଭ ସଂଯୋଗ; ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କାହାର ଚିନ୍ତା କାହାର ବଢିବ ଧନ..

ଜାଣନ୍ତୁ ଟ୍ରମ୍ପଙ୍କ ସନ୍ଧ୍ୟା ଭୋଜନରେ ନୀତା ଅମ୍ବାନୀ ପିନ୍ଧିଥିବା ଶାଢି କ’ଣ ପାଇଁ ଖାସ୍‌

- Advertisement -

ଦେଖନ୍ତୁ ଭିଡିଓ; ଏମିତି ରୁଟି ତିଆରି କଲେ ଯୁବତୀ, ଜୁଗାଡ୍‌ ଦେଖି ଲୋକେ କହିଲେ ..

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories