ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବୁଧବାର ଏକ ବଡ ଖବର ସାମ୍ନାକୁ ଆସିଛି। ହାଇକୋର୍ଟରେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ। ଏହା ସତ୍ୟପାଠରେ ଉଲ୍ଲେଖ ରହିଛି। ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ଦାୟିତ୍ୱରେ ଥିଲେ ଜଷ୍ଟିସ୍ ରଘୁବୀର ଦାସ। ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ କମିଶନ ରିପୋର୍ଟ ଦେଇ ସାରିଛନ୍ତି । ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।
ବିଚିତ୍ର ମନ୍ଦିର: ଯେଉଁଠି ଭଲ ହୁଏ ରୋଗ, କେବଳ ଲୁଣ ଓ ଗୁଡରେ ଭଗବାନ ହୁଅନ୍ତି ସନ୍ତୁଷ୍ଟ,ଦେଖନ୍ତୁ ଅଦ୍ଭୁତ ଦୃଶ୍ୟ..
ମାର୍ଚ୍ଚରୁ ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ; ହେବ ବଡ ଗ୍ରହଙ୍କ ଚଳନ..
ଦେଖନ୍ତୁ ଭିଡିଓ; ବାଇକ୍ଆରୋହୀଙ୍କ ସାମାନ୍ୟ ଭୁଲ୍ ପାଇଁ ଓଲଟିଲା ଯାତ୍ରୀବାହୀ ବସ୍



