ସାର୍ବଜନୀନ ହେବ ନାହିଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ
ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବୁଧବାର ଏକ ବଡ ଖବର ସାମ୍ନାକୁ ଆସିଛି। ହାଇକୋର୍ଟରେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ। ଏହା ସତ୍ୟପାଠରେ ଉଲ୍ଲେଖ ରହିଛି। ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ଦାୟିତ୍ୱରେ ଥିଲେ ଜଷ୍ଟିସ୍ ରଘୁବୀର ଦାସ। ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ କମିଶନ ରିପୋର୍ଟ ଦେଇ ସାରିଛନ୍ତି । ମାର୍ଚ୍ଚ … Continue reading ସାର୍ବଜନୀନ ହେବ ନାହିଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ
Copy and paste this URL into your WordPress site to embed
Copy and paste this code into your site to embed