www.samajalive.in
Thursday, December 11, 2025
18.1 C
Bhubaneswar

ଦୋଳଯାତ୍ରା ପାଇଁ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ; ସାତ ଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ

ପୁରୀ : ଚଳିତ ବର୍ଷ ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପନ୍ନ ହେବ। ନୀତି ସମ୍ପାଦନ ଦୃଷ୍ଟିରୁ ଛତିଶା ନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ (ତା ୦୯-୦୩-୨୦୨୫) ଠାରୁ ହୋଲି ଉତ୍ସବ (ତା ୧୫-୦୩-୨୦୨୫) ପର୍ଯ୍ୟନ୍ତ ସାତ ଦିନ ଧରି ରତ୍ନଭଣ୍ଡାର ସଂରକ୍ଷଣ ତଥା ମରାମତି କାର୍ଯ୍ୟ ବନ୍ଦ ରହିବ ।

ଏଥର ହୋଲିରେ ୧୦୦ ବର୍ଷ ପରେ ତ୍ରିଗ୍ରହୀ ଯୋଗ; ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ, ଧନର ହେବ ବର୍ଷା..

- Advertisement -

 

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories