www.samajalive.in
Wednesday, December 10, 2025
18.1 C
Bhubaneswar

ଆସନ୍ତାକାଲି ବନକଲାଗି ନୀତି ; ୫ ଘଣ୍ଟା କାଳିଆ ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ବୁଧବାର ଅର୍ଥାତ୍‌ ମାର୍ଚ୍ଚ ୧୯ ତାରିଖରେ ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସର୍ବ ସାଧାରଣ ଦର୍ଶନ ପ୍ରାୟ ୫ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଅଛି।

ମାସେ ପରେ ବୃହସ୍ପତି ଚଳନ ; ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ସବୁ ସଫଳତା..

ମାର୍ଚ୍ଚ ୨୯ରେ ଦୁର୍ଲ୍ଲଭ ଯୋଗ; ବାସ୍‌ ଏହି ସରଳ ଉପାୟରେ ଦୂର ହେବ ଶନିଦଶା, ମିଳିବ ସଫଳତା..

- Advertisement -

ଦେଖନ୍ତୁ ଭିଡିଓ ; ମହିଳାଙ୍କୁ ଜୀଅନ୍ତା ଗିଳିଦେଲା ଅଜଗର

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories