www.samajalive.in
Monday, December 8, 2025
14.1 C
Bhubaneswar

ସମୁଦ୍ରରେ ବୁଡି ଯୁବକ ନିଖୋଜ

ପୁରୀ : ଗାଧୋଉଥିବା ବେଳେ ସମୁଦ୍ରରେ ବୁଡି ଯୁବକ ନିଖୋଜ । ଗୁରୁବାର ଦିଗବାରେଣି ଖୁଣ୍ଟି ୪ ନମ୍ବର ଲେନ୍‌ ନିକଟ ବେଳାଭୂମିରେ ଏହି ଅଘଟଣ ଘଟିଛି । ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ଯୁବକ ଜଣକ ହଠାତ୍‌ ବୁଡି ଯାଇଛନ୍ତି । ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି । ୨ଟି ଲାଇଫ୍‌ଗାର୍ଡ ଟିମ୍‌ ଦ୍ୱାରା ଯୁବକଙ୍କୁ ଖୋଜାଖୋଜି କରାଯାଉଛି । ନିଖୋଜ ଯୁବକ ଜଣକ ଭଦ୍ରକର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ପୁଲିସ ଓ ଉଦ୍ଧାରକାରୀ ଦଳ ଉପସ୍ଥିତ ରହିବା ସହ ତଦନ୍ତ ଜାରି ରହିଛି ।

ବାସ୍‌ ୨୩ ଜୁଲାଇକୁ ଅପେକ୍ଷା ; ୧୦୦ ବର୍ଷ ପରେ ଗଜକେସରୀ ଯୋଗ, ଏହି ରାଶିଙ୍କୁ କୋଟିପତି କରିବେ ଶିବଶଙ୍କର, କିଣିବେ ଘର,ଜମି, ମିଳିବ ବଡ ସଫଳତା..

ଦେଖନ୍ତୁ ଭିଡିଓ ; ନାଗସାପ ମୁଣ୍ଡରେ ଚଢି ନାଚିଲା ମୂଷା

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories