www.samajalive.in
Saturday, December 6, 2025
16.1 C
Bhubaneswar

ଆସନ୍ତାକାଲି କାଳିଆ ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ଗୁରୁବାର ଅର୍ଥାତ୍‌ ୨୪ ଜୁଲାଇରେ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ ।

ଅଗଷ୍ଟ ୧ରୁ ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା: ସୂର୍ଯ୍ୟ-ବୁଧ କରିବେ ଧନୀ,ମିଳିବ ରାଜା ଭଳି ସୁଖ..

ଦେଖନ୍ତୁ ଛାତିଥରା ଭିଡିଓ ; କଳାନାଗ ଉପରେ ପଡିଗଲା ଶିଶୁ ପାଦ, ତା’ପରେ

- Advertisement -

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories