ଶ୍ରୀମନ୍ଦିରରେ ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଧାଡି ଦର୍ଶନ – ଆଇନ ମନ୍ତ୍ରୀ

ପୁରୀ : ପୁରୀ ଶ୍ରୀମନ୍ଦିରରେ ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଏନେଇ ଶୁକ୍ରବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇ କହିଛନ୍ତି । ମନ୍ତ୍ରୀ କହିଛନ୍ତି, ଧାଡି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଏହାଦ୍ୱାରା ଭିଡ ନିୟନ୍ତ୍ରଣ ହୋଇପାରିବ । ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ହେବ । ୩ ରୁ ୪ ଦିନ ଭିତରେ ପରିଚାଳନା କମିଟି ଗଠନ ହେବ । ପ୍ରଥମ ବୈଠକରେ … Continue reading ଶ୍ରୀମନ୍ଦିରରେ ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଧାଡି ଦର୍ଶନ – ଆଇନ ମନ୍ତ୍ରୀ