www.samajalive.in
Saturday, December 13, 2025
21.1 C
Bhubaneswar

ଶ୍ରୀମନ୍ଦିରରେ ମହିଳାଙ୍କୁ ଅସଦାଚରଣ ; ବାବାଜୀ ଥାନାରେ ଅଟକ

ପୁରୀ : ଶ୍ରୀମନ୍ଦିରରେ ମହିଳାଙ୍କୁ ଅସଦାଚରଣ କରାଯାଇଥିବା ଜଣାପଡିଛି। ସୂଚନା ଅନୁସାରେ ଯୁବତୀ ଜଣକ ମନ୍ଦିର ଦର୍ଶନ କରିବାକୁ ଆସିଥିବା ବେଳେ ଆନନ୍ଦବଜାର ନିକଟରେ ତାଙ୍କୁ ଅସଦାଚରଣ କରାଯାଇଥିଲା। ଏ ନେଇ ସମ୍ପୃକ୍ତ ଯୁବତି ଜଣକ ସିଂହଦ୍ୱାର ଥାନାରେ ଅଭିଯୋଗ କରିଥିଲେ। ପରେ ପୁଲିସ ତଦନ୍ତ ପରେ ଜଣେ ବାବାଜୀକୁ ଥାନାରେ ଅଟକ ରଖିଛି। ପୁଲିସ ବାବାଜୀକୁ ପଚରାଉଚରା କରିବାପରେ ଛାଡି ଦେଇଥିବା ଜଣାପଡିଛି।
ସୂଚନାଯୋଗ୍ୟ ଯେ ଭିଡର ସୁଯୋଗ ନେଇ ବାବାଜୀ ଜଣକ ଏପରି କରିଥିବା ମହିଳା ଜଣକ ଅଭିଯୋଗ କରିଥିଲେ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories