www.samajalive.in
Sunday, December 7, 2025
16.1 C
Bhubaneswar

ପୁରୀରେ ବିଜେପି ମଣ୍ଡଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ପୁରୀ : ପୁରୀରେ ବିଜେପି ମଣ୍ଡଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଛି। ସିଂହଦ୍ଵାର ଓ ଶରଧାବାଲି ମଣ୍ଡଳର ଶତାଧିକ ବିଜେପି କର୍ମୀ ଯୋଗ ଦେଇଛନ୍ତି। ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର , ଉପ ସଭାପତି ପ୍ରଭାତୀ ପରିଡ଼ା, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ, ବରିଷ୍ଠ ନେତା କୃଷ୍ଣ ଜଗଦେବ ମଞ୍ଚରେ ଉପସ୍ଥିତ ଅଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories