www.samajalive.in
Monday, December 15, 2025
17.1 C
Bhubaneswar

ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଗଲେ ୭ ପର୍ଯ୍ୟଟକ; ୬ ଉଦ୍ଧାର, ଜଣେ ନିିଖୋଜ

ପୁରୀ: ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଯାଇଥିବା ୭ ପର୍ଯ୍ୟଟକଙ୍କ ମଧ୍ୟରୁ ୬ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣା ପଡ଼ିଛି। ତେବେ ଜଣେ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ନିଖୋଜ ବ୍ୟକ୍ତି ଜଣଙ୍କ ନାଁ ଦୀପକ କୁମାର। ତାଙ୍କୁ ଖୋଜିବାକୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର ହୋଇଥିବା ସମସ୍ତ ପର୍ଯ୍ୟଟକଙ୍କ ଘର ଝାଡଖଣ୍ଡ ବୋଲି ସୂଚନା ମିଳିଛି।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories