www.samajalive.in
Saturday, December 6, 2025
14.1 C
Bhubaneswar

ମହାପ୍ରଭୁଙ୍କ ବନକଲାଗି ନୀତି ; ଅପରାହ୍ନ ୪ଟାରୁ ରାତି ୮ଟା ଦର୍ଶନ ବନ୍ଦ

ପୁରୀ : ଆଜି ଫାଲ୍ଗୁନ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ବନକଲାଗି ନୀତି ପାଇଁ ୪ ଘଣ୍ଟା ଅର୍ଥାତ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ‘ବନକଲାଗି’ ବା ଶ୍ରୀମୁଖ ସିଂହାର ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଆରମ୍ଭ କରିବେ। ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଦ୍ଦଣ୍ଟ ଚୂଡାନ୍ତ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories