www.samajalive.in
Sunday, December 7, 2025
14.1 C
Bhubaneswar

ଆଜି ବନକଲାଗି ନୀତି ; ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି କାରଣରୁ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ରାତି ୮ଟା ଦୀର୍ଘ ୪ ଘଣ୍ଟା ଯାଏଁ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ।

 

- Advertisement -

 

 

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories