www.samajalive.in
Saturday, December 6, 2025
23.1 C
Bhubaneswar

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା; ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଗୁରୁବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହତଙ୍କୁ ଭେଟିଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଗୁରୁତର ଆହତଙ୍କୁ ଭେଟିଛନ୍ତି। ସେମାନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।

ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଥିବା ସୂଚନା ମିଳିଛି। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ୨ଜଣଙ୍କ ମୃତ୍ୟୁ ହୋଇଛି। ଆହତଙ୍କ ମଧ୍ୟରୁ ୮ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୨୮ଜଣଙ୍କୁ କଟକ ଓ ଭୁବନେଶ୍ୱର ହସ୍ପିଟାଲରେ ଚିକିତ୍ସା କରାଯାଉଛି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories