ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା; ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ ଗୁରୁବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହତଙ୍କୁ ଭେଟିଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଗୁରୁତର ଆହତଙ୍କୁ ଭେଟିଛନ୍ତି। ସେମାନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ସୂଚନା ଯୋଗ୍ୟ, ନରେନ୍ଦ୍ର ପୁଷ୍କରିଣୀରେ ବୁଧବାର ରାତିରେ ଠାକୁରଙ୍କ ଭଉଁରି ଚନ୍ଦନ ଯାତ୍ରା ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ … Continue reading ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା; ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ