www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ; ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବ ହବିଷ୍ୟାଳିଙ୍କ ଶିବିର ଉଦଘାଟନ

ପୁରୀ : ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହୋଉଛି କାର୍ତ୍ତିକ ବ୍ରତ। ଏହି ଅବସରରେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହବିଷ୍ୟାଳିଙ୍କ ଶିବିର ଉଦଘାଟନ କରିବେ।  ୫ ହଜାରରୁ ଉର୍ଦ୍ଧ୍ବ ହବିଷ୍ୟାଳି ବିଭିନ୍ନ ସ୍ଥାନରେ ରହି କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ୩ ହଜାର ଶ୍ରଦ୍ଧାଳୁଙ୍କୁ ମାଗଣାରେ କୋଠରି ଏବଂ ମହାପ୍ରସାଦ ଯୋଗାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories