www.samajalive.in
Friday, December 5, 2025
27.1 C
Bhubaneswar

ଆସନ୍ତାକାଲି ମିଳିବନି ଜଗା ଦର୍ଶନ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ପଇତାଲାଗି ନୀତି । ଆସନ୍ତାକାଲି ମାର୍ଗଶୀର-କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଏହି ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏହି ସମୟରେ ୪ଘଣ୍ଟା ଯାଏଁ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେଉଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories