ପୁରୀ : ପୁଅର ଫାଉଡା ଚୋଟରେ ମାଆର ମୃତ୍ୟୁ ହୋଇଥିବା ଗୁରୁବାର ଅଭିଯୋଗ ହୋଇଛି । ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ପୁରୀ ସଦର ସମଙ୍ଗରାରେ ଘଟିଛି । ନିଶା ଖାଇବାକୁ ମାଆ ଟଙ୍କା ନ ଦେବାରୁ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅଭିଯୁକ୍ତ ପୁଅକୁ ଗିରଫ କରି ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।
ଦେଖନ୍ତୁ ଭିଡିଓ ; ‘ରଖେ ହରି ତ ମାରେ କିଏ’, ୨୨ ଚକିଆ ଟ୍ରକ୍ ଚକା ତଳକୁ ସ୍କୁଟି ସହ ପଡିଗଲେ ବ୍ୟକ୍ତି, ଆଉ ତା’ପରେ..



