www.samajalive.in
Thursday, December 11, 2025
26.1 C
Bhubaneswar

ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀ ଜଗିବେ ପ୍ରାୟ ୭୦ ପ୍ଲାଟୁନ୍‌ ଫୋର୍ସ

ପୁରୀ : ରଥଯାତ୍ରା ପୂର୍ବରୁ ଆଗାମୀ ୧୧ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବ। କେନ୍ଦ୍ରାଞ୍ଚଳ ପୁଲିସ ଆଇ ଜି ପ୍ରବୀଣ କୁମାର ଜୁନ୍‌ ୫ ଅର୍ଥାତ୍‌ ଗୁରୁବାର ପୁରୀରେ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ପୁଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏସ ପି ବିନୀତ ଅଗ୍ରୱାଲଙ୍କ ସମେତ ଅନ୍ୟ ପୁଲିସ ଅଧିକାରୀମାନେ ଏହି ବୈଠକରେ ରହିଛନ୍ତି । ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକରେ ହୋଇଥିବା ଆଲୋଚନା ଅନୁଯାୟୀ, ଏଥର ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀ ଜଗିବେ ପ୍ରାୟ ୭୦ ପ୍ଲାଟୁନ୍‌ ଫୋର୍ସ। ୪ ଏସ୍‌ପି ରାଙ୍କ୍‌ କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ରହିବେ । ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ୍‌ ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱ ଦିଆଯିବ।

ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା: ଅଦ୍ଭୁତ ତ୍ରିଗ୍ରହୀ ଯୋଗ, ଏହି ରାଶି ହଠାତ୍‌ ହେବେ ମାଲାମାଲ୍‌, ମିଳିବ ବଡ ସଫଳତା, କିଣିବେ ଘର, ଗାଡି..

୪୭ କୋଟି ଗ୍ରାହକଙ୍କୁ ଖୁସି କଲା ଜିଓ; ମାତ୍ର ୫୧ ଟଙ୍କାରେ ଏକ ମାସ ପର୍ଯ୍ୟନ୍ତ ମିଳିବ ଅସୀମିତ ଡାଟା

- Advertisement -

ଦେଖନ୍ତୁ ଭୟଭୀତ କରିବ ଭିଡିଓ ; ଘର ସଫା କରୁଥିଲେ, ଡବା ଭିତରୁ ମିଳିଲା ୧୦୦ ସାପ, ତା’ପରେ

 

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories