ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀ ଜଗିବେ ପ୍ରାୟ ୭୦ ପ୍ଲାଟୁନ୍‌ ଫୋର୍ସ

ପୁରୀ : ରଥଯାତ୍ରା ପୂର୍ବରୁ ଆଗାମୀ ୧୧ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବ। କେନ୍ଦ୍ରାଞ୍ଚଳ ପୁଲିସ ଆଇ ଜି ପ୍ରବୀଣ କୁମାର ଜୁନ୍‌ ୫ ଅର୍ଥାତ୍‌ ଗୁରୁବାର ପୁରୀରେ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ପୁଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏସ ପି ବିନୀତ ଅଗ୍ରୱାଲଙ୍କ ସମେତ ଅନ୍ୟ ପୁଲିସ ଅଧିକାରୀମାନେ ଏହି ବୈଠକରେ ରହିଛନ୍ତି । ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକରେ ହୋଇଥିବା ଆଲୋଚନା ଅନୁଯାୟୀ, … Continue reading ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀ ଜଗିବେ ପ୍ରାୟ ୭୦ ପ୍ଲାଟୁନ୍‌ ଫୋର୍ସ