www.samajalive.in
Saturday, December 6, 2025
16.1 C
Bhubaneswar

ଅଯୋଧ୍ୟାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ

ପୁରୀ : ଅଯୋଧ୍ୟାରୁ ଆସିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ। ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଅବସରରେ ମହାପ୍ରଭୁଙ୍କୁ ମଙ୍ଗଳବାର ନିମନ୍ତ୍ରଣ କରାଯାଇଛି। ଜାନୁଆରୀ ୨୨ ତାରିଖରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ପତ୍ର ସହ ନଡିଆ, ଧୂପ, ଅରୁଆ ଚାଉଳ ମଧ୍ୟ ଅର୍ପଣ କରାଯାଇଛି। ଶ୍ରୀରାମ ଜନ୍ମଭୂମି ଅଭ୍ୟର୍ଥନା କମିଟି ଓ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଏକ ଟିମ୍‌‌ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛନ୍ତି।

Hot this week

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

Related Articles

Popular Categories