www.samajalive.in
Saturday, December 6, 2025
19.1 C
Bhubaneswar

ମହାପ୍ରଭୁଙ୍କ ବନକଲାଗି ନୀତି ; ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ତା ୦୩.୦୧.୨୦୨୪ ରିଖ ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୪.୦୦ ଟିକା ଠାରୁ ରାତ୍ର ଘ. ୮.୦୦ ଟିକା ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories