ବନକଲାଗି ନୀତି ; ବୁଧବାର ଜଗା ଦର୍ଶନ ବନ୍ଦ

ପୁରୀ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।
ଏଥିପାଇଁ ୩ ଘଣ୍ଟା ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ପରେ ନୀତି ଆରମ୍ଭ ହେବ।

Comments are closed.