www.samajalive.in
Saturday, December 6, 2025
16.1 C
Bhubaneswar

ମହାପ୍ରଭୁଙ୍କ ବନକଲାଗି ନୀତି ; ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ୨୧.୦୨.୨୦୨୪ ରିଖ ବୁଧବାର ମାଘ ଶୁକ୍ଳ ଦ୍ଵାଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକାରୁ ରାତ୍ର ଘ.୯.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories