ପୁରୀ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତା ୧୩.୩.୨୦୨୪ରିଖ ବୁଧବାର ଫାଲଗୁଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
Popular Categories



