www.samajalive.in
Saturday, December 6, 2025
23.1 C
Bhubaneswar

ପୁରୀ ସହରରେ ବ୍ୟାପୁଛି ଝାଡାବାନ୍ତି

ପୁରୀ : ପୁରୀ ସହରର ବିଭିନ୍ନ ଅଞ୍ଚଳରେ ଝାଡାବାନ୍ତି ବ୍ୟାପୁଥିବା ନେଇ ଶନିବାର ଖବର ସାମ୍ନାକୁ ଆସିଛି। ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିତ ଆକ୍ରାନ୍ତ ହୋଇଛନ୍ତି। ୩୦ ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ କିଛି ସୁସ୍ଥ ଥିବା ସୂଚନା ମିଳିଛି। ବରାହୀ ଲେନରେ ଝାଡାବାନ୍ତିରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

ବୃହସ୍ପତି ଚଳନ : ୧୨ ବର୍ଷ ପରେ ବୃଷ ରାଶିରେ ଦେବଗୁରୁ, ୧୨ ରାଶିରେ ପ୍ରଭାବ.. କେତେ ଶୁଭ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories